ନ୍ୟୁଜ ଦେଖିବାର ଉପକାରୀତା – ନ୍ୟୁଜ ଦେଖୁଥିବା ଲୋକ ଏହି କଥା ନିଶ୍ଚୟ ଜାଣିରଖନ୍ତୁ…
1 min readଦୈନନ୍ଦିନ ଜୀବନରେ ଦେଶ ବିଦେଶର ଖବର ଜାଣିବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।ଏହା ଆମ ଜ୍ଞାନର ପରିସରକୁ ବ୍ୟାପକ କରିଥାଏ।ଏହା ଆମ ଦୈନିକ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଅଟେ।ଏହା ସମସ୍ତ ତଥ୍ୟ ଜାଣିବାରେ ବହୁତ ସହାୟକ ହୋଇଥାଏ।ଓ ସଚେତନତାର ମାର୍ଗ ଉନ୍ମୋଚିତ କରିଥାଏ।ଏକ ସୁସ୍ଥ ସ୍ୱାସ୍ଥ୍ୟ ଏକ ସୁସ୍ଥ ପରିବେଶ ତଥା ସୁସ୍ଥ ସମାଜ ଗଠନ ଅଭିମୁଖେ ପ୍ରୋତ୍ସାହିତ କରିଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ଏକ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରିବାର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହାର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ ହୋଇଥାଏ।ବିଳାସ ବ୍ୟସନ ପୂର୍ଣ୍ଣ ଜୀବନ ବର୍ତ୍ତମାନ ଯୁଗରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବାର କାରଣ ହୋଇଥାଏ।ତେଣୁ ଏହାର ଠିକ ଭାବରେ ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।
ବର୍ତ୍ତମାନ ଅଧିକ ବାୟୁ ପ୍ରଦୂଷଣ ଶ୍ଵାସକ୍ରିୟା ଜନିତ ସ୍ୱାସ୍ଥ୍ୟ ସମସ୍ୟାକୁ ବିଶେଷ ପ୍ରଭାବିତ କରିଛି।ଛୋଟ ଠାରୁ ବୃଦ୍ଧ ଲୋକଙ୍କ ପର୍ଯ୍ୟନ୍ତ ପ୍ରାୟ ପ୍ରତ୍ୟେକ ବ୍ୟକ୍ତି ଏଥିରେ ପୀଡିତ ହେଉଛନ୍ତି।ସକାଳୁ ଉଠିବା ପରେ ବହୁତ ଛିଙ୍କ ହେବା, ଛାତିରେ କଫ ଜମି ଯନ୍ତ୍ରଣା ହେବା ଓ ଶ୍ଵାସକ୍ରିୟା ରେ କଷ୍ଟ ଅନୁଭବ ହେବା ଆଦି ସମସ୍ୟା ସାଧାରଣତଃ ଅଧିକ ଦେଖା ଦେଇଛି।
ସ୍ୱାସ୍ଥ୍ୟର ବ୍ୟତିକ୍ରମ ମାନସିକତା ଉପରେ କୁପ୍ରଭାଵ ପକାଇବା ସହିତ ବିଭିନ୍ନ କାର୍ଯ୍ୟରେ ଆଗ୍ରହ ତଥା ଉତ୍କଣ୍ଠା ରୂପକ ଅଶାଦ୍ରୁମ ମୂଳରେ କୁଠାରାଘାତ କରିଥାଏ।ତେଣୁ ଏକ ସୁସ୍ଥ ଓ ନିରୋଗ ସ୍ୱାସ୍ଥ୍ୟ ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରୟୋଜନ ହୋଇଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ସବୁବେଳେ ଏକ ସୁସ୍ଥ ଓ ଆରୋଗ୍ୟତା ପୂର୍ଣ୍ଣ ଜୀବନର ଆଶା ପୋଷଣ କରିଥାନ୍ତି।
ବର୍ତ୍ତମାନ କରୋନା ସମସ୍ୟା ସମଗ୍ର ବିଶ୍ୱରେ ଏକ ବିରାଟ ବିପଦ ରୂପେ ପ୍ରତିଭାତ ହୋଇଛି।ଲକଡାଉନ ସମସ୍ତଙ୍କ ଜୀବନକୁ କରିଛି ଭାରାକ୍ରାନ୍ତ ଓ ବିବ୍ରତପୂର୍ଣ୍ଣ।ଏଥି ସହିତ ବର୍ତ୍ତମାନ ପ୍ରାୟ ଅଧିକାଂଶ ବ୍ୟକ୍ତିଙ୍କ ପ୍ରଧାନ ସ୍ୱାସ୍ଥ୍ୟ ସମସ୍ୟା ହେଉଛି ବଦ ହଜମି।ଯାହାକି ଖାଦ୍ୟର ସଠିକ ହଜମ ନହେବା ଦ୍ଵାରା ହୋଇଥାଏ।ଯାହାକି ଶରୀରକୁ ମ୍ରିୟମାଣ କରିବା ସହିତ ଯନ୍ତ୍ରଣା ଦାୟକ ହୋଇଥାଏ।ଏହା କେବଳ ବୟସ୍କ ଲୋକଙ୍କୁ ନୁହେଁ ବରଂ ଛୋଟ ପିଲାଙ୍କୁ ମଧ୍ୟ ହୋଇଥାଏ।
ଜ୍ୟୋତିଷ ଶାସ୍ତ୍ର ଜୀବନକୁ ପ୍ରତ୍ୟେକ ସ୍ଥଳରେ ଏକ ନବ ଦିଗନ୍ତ ଅଭିମୁଖେ ଅଗ୍ରସର କରିଥାଏ। ଏବଂ ସାଧାରଣକୁ ଅସାଧାରଣରେ ଅଭିଷିକ୍ତ କରିଥାଏ।ଜ୍ୟୋତିଷ ଶାସ୍ତ୍ର ଜୀବନ ଦର୍ଶନକୁ ଏକ ନୂତନ ଢଙ୍ଗରେ ଅଭିଷିକ୍ତ କରିଥାଏ।ଜ୍ୟୋତିଷ ଶାସ୍ତ୍ର ଭବିଷ୍ୟତର ସୂଚନା ଦେବା ସହିତ ନିଜର ସ୍ଵଭାଵ ଓ ଭାଗ୍ୟ ସମ୍ପର୍କରେ ଅବଗତ କରାଇଥାଏ।ଏହା ଜୀବନ ପାଇଁ ବହୁତ ଦରକାରୀ ହୋଇଥାଏ।ଏହା ଜୀବନକୁ ସୁନ୍ଦର କରି ଗଢିତୋଳିଥାଏ ଓ ମଧୁମୟ କରିଥାଏ।
ନିଜ ଭବିଷ୍ୟତ, ରାଶିଫଳ ଓ ସ୍ଵଭାଵ ସମ୍ପର୍କରେ ଜାଣିବା ପାଇଁ ପ୍ରତ୍ୟେକ ଲୋକଙ୍କ ମନରେ ଗଭୀର ଉତ୍କଣ୍ଠା ଥାଏ।ସମସ୍ତ ବ୍ୟକ୍ତି ନିଜ ଗତ, ଆଗତ ସମ୍ପର୍କରେ ଜାଣିବାକୁ ବହୁମାତ୍ରାରେ ଇଛୁକ ଥାଆନ୍ତି।ଯାହା କେବଳ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଜଣା ପଡିଥାଏ। ପ୍ରତ୍ୟେକ ବ୍ୟକ୍ତି ସାମାନ୍ୟ ମଧ୍ୟରେ ଥିବା ଅସାଧାରଣ ରହସ୍ୟକୁ ଉନ୍ମୁକ୍ତ କରିବାକୁ ଚାହାନ୍ତି। ସେହିପରି ନିଜ ଭିତରେ ମଧ୍ୟ ସେଇ ଅସାଧାରଣତାକୁ ଜାଗ୍ରତ କରିବାକୁ ଚାହାନ୍ତି ବା ଜାଣିବାକୁ ଚାହାଁନ୍ତି।
ପ୍ରତ୍ୟେକ ପ୍ରଣୀ ହୁଅନ୍ତୁ ବା ମନୁଷ୍ୟ; ଈଶ୍ବର ସମସ୍ତଙ୍କ ପଛରେ ଏକ ଗୂଢ଼ ରହସ୍ୟ ରଖିଥାନ୍ତି।ଯାହାକି ଜ୍ୟୋତିଷ ଶାସ୍ତ୍ର ମାଧ୍ୟମରେ ଉନ୍ମୋଚିତ ହୋଇଥାଏ।ସେହିପରି ପ୍ରତ୍ୟେକ ବ୍ୟକ୍ତିଙ୍କ ନାମ ପଛରେ କିଛିନାକିଛି ନିଆରା ରହସ୍ୟ ରହିଥାଏ।ଓ ତାହା ସେମାନଙ୍କ ପରିଚୟକୁ ଅତ୍ୟନ୍ତ ଦୃଢୀଭୂତ କରିଥାଏ। ଖବରକାଗଜରେ କିମ୍ବା ନ୍ୟୁଜ channelରେ ମଧ୍ୟ ପ୍ରସାରଣ ହେଉଥିବା ରାଶିଫଳ ଓ ଜ୍ୟୋତିଷ ଶାସ୍ତ୍ର ସମ୍ବନ୍ଧୀୟ ତଥ୍ୟ ବହୁତ ଉପକାରୀ ହୋଇଥାଏ।